Proverbs 20:19 — Compare Translations
5 translations compared side by side
Odia - 1840
"ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା’ ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ, ଯେ ଗପିବାକୁ ଭଲ ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।