Proverbs 20:2 — Compare Translations

5 translations compared side by side

Odia - 1840
"ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ଭୟଙ୍କରତା ସିଂହଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ରାଗ ସିଂହର ଗର୍ଜନ ପରି, ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ନିଜେ ତା’ର ଜୀବନ ପ୍ରତି ବିପଦ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
Odia IRV 2017 (ଓଡିଆ ବାଇବେଲ)
ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।