Proverbs 20:21 — Compare Translations
5 translations compared side by side
Odia - 1840
"ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଧନ ସମ୍ପତ୍ତି ହଠାତ୍ ମିଳିପାରେ ଓ ସହଜରେ ଲାଭ ହୁଏ, ପୁଣି ଶେଷରେ ଆଶୀର୍ବାଦଯୁକ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।