Proverbs 20:22 — Compare Translations
5 translations compared side by side
Odia - 1840
"ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତାଙ୍କୁ ଫେରାଇ ଦେବି ଏହିପରି ଚିନ୍ତା କର ନାହିଁ,” ଯଦି କେହି କିଛି ତୁମ୍ଭ ବିରୁଦ୍ଧରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।