Proverbs 20:23 — Compare Translations
5 translations compared side by side
Odia - 1840
"ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି ଅଯଥାର୍ଥ ଦଣ୍ତି ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଓଜନ ଓ ମାପରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷୟ, ଅର୍ଥାତ ଦଣ୍ଡିରେ ଠକିବା ନିତାନ୍ତ ଖରାପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।