Proverbs 20:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିରୂପେ ବୁଝିପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ, ତେଣୁ ମନୁଷ୍ୟ ଆପଣା ବାଟ ଠିକ୍ ରୂପେ ବୁଝିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ?