Proverbs 20:25 — Compare Translations

5 translations compared side by side

Odia - 1840
"ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି। ଏବଂ ତା’ପରେ ସେହି ପ୍ରତିଜ୍ଞା ପୁନଃବିଗ୍ଭର କରାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।