Proverbs 20:26 — Compare Translations
5 translations compared side by side
Odia - 1840
"ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ୟରୁ ଅଗାଡ଼ି ଅଲଗା କଲାପରି ତା’ ଉପରେ ସେ ଚକ୍ର ବୁଲାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।