Proverbs 20:27 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷୟ ପରିପ୍ରକାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।