Proverbs 20:28 — Compare Translations
5 translations compared side by side
Odia - 1840
"ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ଵାରା ତାହାର ସିଂହାସନ ସ୍ଥିର ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟା ଓ ସତ୍ୟତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
Odia IRV 2017 (ଓଡିଆ ବାଇବେଲ)
ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।