Proverbs 20:29 — Compare Translations

5 translations compared side by side

Odia - 1840
"ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ଵକେଶ ସେମାନଙ୍କର ଶୋଭା ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକମାନଙ୍କ ବଳ ସେମାନଙ୍କର ଭୂଷଣ। ବୃଦ୍ଧମାନଙ୍କର ପକ୍ୱ କେଶ ସେମାନଙ୍କର ଶୋଭା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
Odia IRV 2017 (ଓଡିଆ ବାଇବେଲ)
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।