Proverbs 20:3 — Compare Translations
5 translations compared side by side
Odia - 1840
"ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ନିର୍ବୋଧ ସର୍ବଦା ଯୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସେହି ଲୋକକୁ ସମ୍ମାନ କର ଯେ ଯୁକ୍ତି କରିବାକୁ ବାରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
Odia IRV 2017 (ଓଡିଆ ବାଇବେଲ)
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।