Proverbs 20:30 — Compare Translations
5 translations compared side by side
Odia - 1840
"ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି ଦଣ୍ତାଘାତ ଅନ୍ତରାଳୟରେ ପ୍ରବେଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସତ ମାର୍ଗ କ୍ଷତିଜନକ ପ୍ରହାରରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳୟକୁ ପ୍ରଭାବିତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।
Odia IRV 2017 (ଓଡିଆ ବାଇବେଲ)
କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।