Proverbs 20:4 — Compare Translations

5 translations compared side by side

Odia - 1840
"ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଅଳସୁଆ ତା’ର ଅଳସୁଆପଣ ଯୋଗୁଁ ଶସ୍ୟ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖୋଜିଲେ ପାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।