Proverbs 20:5 — Compare Translations

5 translations compared side by side

Odia - 1840
"ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସେହି ଗଭୀର ଜଳକୁ କାଢ଼ି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।