Proverbs 20:6 — Compare Translations
5 translations compared side by side
Odia - 1840
"ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ଵସ୍ତ ଲୋକ କିଏ ପାଇ ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଲୋକମାନଙ୍କ ମଧ୍ୟରେ ଜଣେ ପ୍ରଭୁଭକ୍ତ ଖୋଜ, କିନ୍ତୁ କିଏ ଖୋଜି ପାରିବ ଜଣେ ଲୋକ ଯିଏ କି ପ୍ରକୃତରେ ବିଶ୍ୱାସନୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?
Odia IRV 2017 (ଓଡିଆ ବାଇବେଲ)
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?