Proverbs 20:7 — Compare Translations

5 translations compared side by side

Odia - 1840
"ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଧାର୍ମିକ ଲୋକ ସରଳତାରେ ବାସ କରେ, ତା’ ଉତ୍ତାରେ ତା’ର ପୁତ୍ରଗଣ, ସନ୍ତାନଗଣ ଧନ୍ୟ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।