Proverbs 20:8 — Compare Translations

5 translations compared side by side

Odia - 1840
"ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ଵାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ରାଜା ବିଗ୍ଭର ସ୍ଥାନରେ ବସେ, ସେ ନିଜର ସ୍ୱଚକ୍ଷୁରେ ଅସତ୍ୟ ବିଷୟସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।

Recommended Reading