Proverbs 21:1 — Compare Translations

5 translations compared side by side

Odia - 1840
"କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କୃଷକ ତା’ର ଜମିରେ ପାଣି ମଡ଼ାଇବା ପାଇଁ ଛୋଟ ନାଳ କରେ। ସେ ତା’ର ଜଳ ଯୁଆଡ଼େ ନେବାକୁ ଗ୍ଭହେଁ ସେଆଡ଼େ ତା’ର ନାଳ ବଙ୍କେଇ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ଯୁଆଡ଼େ ଇଚ୍ଛା ସେଆଡ଼େ ନେଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।