Proverbs 21:11 — Compare Translations

5 translations compared side by side

Odia - 1840
"ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକକୁ ଦଣ୍ତ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନଙ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।