Proverbs 21:14 — Compare Translations

5 translations compared side by side

Odia - 1840
"ଗୁପ୍ତ ରେ ଦାନ ଦେଲେ କୋରଧ ଶାନ୍ତ ହୁଏ। ପୁଣି ଅଣ୍ଟି ରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୁପ୍ତରେ ଦାନ ଦେଲେ କ୍ରୋଧ ଶା; ହୁଏ, ପୁଣି ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ତ କୋପ ଶା; କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ। ପୁଣି ଅଣ୍ଟିରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
Odia IRV 2017 (ଓଡିଆ ବାଇବେଲ)
ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।