Proverbs 21:16 — Compare Translations
5 translations compared side by side
Odia - 1840
"ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ୟୁ ଲୋକ ମଧ୍ୟରେ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।