Proverbs 21:17 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ଆମାଦେ ଭଲପାଏ, ସେ ଦରିଦ୍ର ହବେ। ପୁଣି ଯେ ଦ୍ରାକ୍ଷାରସ ଓ ତୈଳ ଭଲପାଏ, ସେ ଧନବାନ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆମୋଦ ଭଲପାଏ, ସେ ଦରିଦ୍ର ହେବ। ପୁଣି ଯେ ଦ୍ରାକ୍ଷାରସ ଓ ତୈଳ ଭଲପାଏ, ସେ ଧନବାନ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।