Proverbs 21:18 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକ ଧାର୍ମିକର ମୁକ୍ତିର ମୂଲ୍ଯ ସ୍ବରୂପ, ପୁଣି ବିଶ୍ବାସଘାତକ ସରଳ ଲୋକର ବଦଳି ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ଵରୂପ; ପୁଣି, ବିଶ୍ଵାସଘାତକ ସରଳ ଲୋକଙ୍କର ବଦଳି ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ, ପୁଣି ବିଶ୍ୱାସଘାତକ ସରଳ ଲୋକର ବଦଳି ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।