Proverbs 21:19 — Compare Translations

5 translations compared side by side

Odia - 1840
"କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗ ରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
Odia IRV 2017 (ଓଡିଆ ବାଇବେଲ)
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।