Proverbs 21:2 — Compare Translations

5 translations compared side by side

Odia - 1840
"ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଯାହା କର୍ମ କରେ ତାହା ତା’ର ଦୃଷ୍ଟିରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦୟ ସବୁ ତୌଲନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।