Proverbs 21:20 — Compare Translations

5 translations compared side by side

Odia - 1840
"ଜ୍ଞାନବାନର ଗୃହ ରେ ବହୁମୂଲ୍ଯ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶଷେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶେଷ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।