Proverbs 21:22 — Compare Translations
5 translations compared side by side
Odia - 1840
"ଜ୍ଞାନୀ ଲୋକ ବଳବାନ୍ ଲୋକମାନଙ୍କର ଆକ୍ରମଣ କଲେ। ପୁଣି ଦୁର୍ଗସବୁ ଧ୍ବଂସ କଲେ ସମାନେେ ବିଶ୍ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି ତହିଁର ସାହସଦାୟୀ ବଳ ତଳକୁ ଆଣେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ଲୋକ ବଳବାନ୍ ଲୋକମାନଙ୍କର ଆକ୍ରମଣ କଲେ। ପୁଣି ଦୁର୍ଗସବୁ ଧ୍ୱଂସ କଲେ ସେମାନେ ବିଶ୍ୱାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।