Proverbs 21:23 — Compare Translations

5 translations compared side by side

Odia - 1840
"ଯେ ଆପଣା ମୁଖ ଓ ଜିହ୍ବା ରକ୍ଷା କରେ ସେ କ୍ଲେଶରୁ ଆପଣା ପ୍ରାଣକୁ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ମୁଖ ଓ ଜିହ୍ଵା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ ସେ କ୍ଳେଶରୁ ଆପଣା ପ୍ରାଣକୁ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।