Proverbs 21:24 — Compare Translations
5 translations compared side by side
Odia - 1840
"ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦୁକ ନାମ ରେ ବିଖ୍ଯାତ। ସେ ଆତ୍ମଗର୍ବ ଦଖାେଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ। ସେ ଆତ୍ମଗର୍ବ ଦେଖାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।