Proverbs 21:25 — Compare Translations
5 translations compared side by side
Odia - 1840
"ଅଳସୁଆର ବାଞ୍ଚିତ ବିଷଯ ତାହାର ମୃତ୍ଯୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।