Proverbs 21:26 — Compare Translations
5 translations compared side by side
Odia - 1840
"କିଛି ଲୋଭୀ ଲୋକ ଦିନୟାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ଦିନଯାକ ଅତ୍ୟ; ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋଭୀ ଲୋକ ଦିନଯାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।