Proverbs 21:27 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ତାହା କଲେ ବହୁତ ଘୃଣିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।