Proverbs 21:28 — Compare Translations

5 translations compared side by side

Odia - 1840
"ମିଥ୍ଯାସାକ୍ଷୀ ବିନଷ୍ଟ ହବେ, କିନ୍ତୁ ପ୍ରକୃତ ସାକ୍ଷୀ ପୁନର୍ବାର ପରୀକ୍ଷା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ତ୍ୟ କଥା କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାସାକ୍ଷୀ ବିନଷ୍ଟ ହେବ, କିନ୍ତୁ ପ୍ରକୃତ ସାକ୍ଷୀ ପୁନର୍ବାର ପରୀକ୍ଷା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।