Proverbs 21:29 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।