Proverbs 21:3 — Compare Translations
5 translations compared side by side
Odia - 1840
"ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଗ୍ଭର ସଦାପ୍ରଭୁଙ୍କ ପ୍ରିୟ ବିଷୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
Odia IRV 2017 (ଓଡିଆ ବାଇବେଲ)
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।