Proverbs 21:31 — Compare Translations
5 translations compared side by side
Odia - 1840
"ୟୁଦ୍ଧ ଦିନ ପାଇଁ ଅଶ୍ବ ସୁସଜ୍ଜିତ ହୁଏ। ମାତ୍ର ଜଯ ସଦାପ୍ରଭୁଙ୍କଠାରୁ ସର୍ବଦାଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଦ୍ଧ ଦିନ ପାଇଁ ଅଶ୍ଵ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ, ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ସର୍ବଦା ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।