Proverbs 21:4 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ଵରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନଙ୍କର ଗର୍ବ ଗ୍ଭହାଣି ଓ ଗର୍ବିତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦେଖାଯାଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।