Proverbs 21:6 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଠକିକରି ଧନ ଅର୍ଜନ କରିଥାଅ, ସହେି ଧନ ଶୀଘ୍ର ଚାଲିୟିବ, ଠିକ୍ ବାଷ୍ଫପରି। ସହେି ଧନ ମୃତ୍ଯୁ ଆଡ଼କୁ ପରିଚାଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାବାଦୀ ଓଷ୍ଠ ଦ୍ଵାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ଵେଷଣ କରନ୍ତି, ସେମାନେ ମୃତ୍ୟୁ ଅନ୍ଵେଷଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଠକିକରି ଧନ ଅର୍ଜ୍ଜନ କରିଥାଅ, ସେହି ଧନ ଶୀଘ୍ର ଗ୍ଭଲିଯିବ, ଠିକ୍ ବାଷ୍ପପରି। ସେହି ଧନ ମୃତ୍ୟୁ ଆଡ଼କୁ ପରିଗ୍ଭଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।