Proverbs 21:7 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନଙ୍କର ଦୌରାତ୍ମ୍ଯ ସମାନଙ୍କେୁ ବିନାଶ କରିବ। ଯେ ହତେୁ ସମାନେେ ନ୍ଯାଯ କର୍ମ କରିବାକୁ ନାସ୍ତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ବିନାଶ କରିବ। ଯେହେତୁ ସେମାନେ ନ୍ୟାୟ କର୍ମ କରିବାକୁ ନାସ୍ତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।