Proverbs 21:8 — Compare Translations

5 translations compared side by side

Odia - 1840
"ଦୋଷ ରେ ଭାରାକ୍ରାନ୍ତ ଲୋକର ପଥ ଅତିଶଯ ବକ୍ର, ମାତ୍ର ଜଣେ ପବିତ୍ର ଲୋକର ପଥ ସଳଖ ଏବଂ ସାଧୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୋଷରେ ଭାରାକ୍ରା; ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ ।
Odia Bible ERV 2004 (ପବିତ୍ର ବାଇବଲ)
ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର, ମାତ୍ର ଜଣେ ପବିତ୍ର ଲୋକର ପଥ ସଳଖ ଏବଂ ସାଧୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
Odia IRV 2017 (ଓଡିଆ ବାଇବେଲ)
ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।