Proverbs 21:9 — Compare Translations
5 translations compared side by side
Odia - 1840
"କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
Odia IRV 2017 (ଓଡିଆ ବାଇବେଲ)
କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।