Proverbs 22:1 — Compare Translations
5 translations compared side by side
Odia - 1840
"ବହୁ ଧନ ଅପେକ୍ଷା ସୁନାମ ଅର୍ଜନ କରିବା ଭଲ। ଖ୍ଯାତି ଅର୍ଜନ କରିବା ସୁନା ରୂପା ଅର୍ଜନ କରିବାଠାରୁ ନିଶ୍ଚିତ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ଧନ ଅପେକ୍ଷା ସୁନାମ ଅର୍ଜ୍ଜନ କରିବା ଭଲ। ଖ୍ୟାତି ଅର୍ଜ୍ଜନ କରିବା ସୁନା, ରୂପା ଅର୍ଜ୍ଜନ କରିବାଠାରୁ ନିଶ୍ଚିତ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।