Proverbs 22:10 — Compare Translations

5 translations compared side by side

Odia - 1840
"ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।