Proverbs 22:11 — Compare Translations

5 translations compared side by side

Odia - 1840
"ଯେଉଁଲୋକ ହୃଦଯ ରେ ପବିତ୍ର ତା'ର କଥା ଅନୁଗ୍ରହ ୟୁକ୍ତ, ସେ ରାଜାର ବନ୍ଧୁ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ହୃଦୟରେ ପବିତ୍ର ତା’ର କଥା ଅନୁଗ୍ରହ ଯୁକ୍ତ, ସେ ରାଜାର ବନ୍ଧୁ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।