Proverbs 22:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରେଖ। ମାତ୍ର ବିଶ୍ବାସଘାତକର ସେ ବିନାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରଖେ। ମାତ୍ର ବିଶ୍ୱାସଘାତକର ସେ ବିନାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।