Proverbs 22:13 — Compare Translations

5 translations compared side by side

Odia - 1840
"ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଆଳସ୍ୟ ଲୋକ କହେ, “ବାହାରେ ସିଂହ ଅଛି। ମୁଁ ସଡ଼କରେ ହତ ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
Odia IRV 2017 (ଓଡିଆ ବାଇବେଲ)
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।