Proverbs 22:15 — Compare Translations

5 translations compared side by side

Odia - 1840
"ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାର ମନରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
Odia IRV 2017 (ଓଡିଆ ବାଇବେଲ)
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।