Proverbs 22:16 — Compare Translations
5 translations compared side by side
Odia - 1840
"ଯେଉଁଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କବଳେ ଅଭାବ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।