Proverbs 22:17 — Compare Translations

5 translations compared side by side

Odia - 1840
"ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତିରିଶ୍ ଗୋଟି ଜ୍ଞାନ ଉପଦେଶ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।